Exodus 27:4 — Compare Translations
5 translations compared side by side
Odia - 1840
"ପିତ୍ତଳ ରେ ଏକ ଜାଲି କରିବ ଓ ତା' ଉପରେ ଚାରି କୋଣ ରେ ପିତ୍ତଳର ଚାରକଡା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପିତ୍ତଳରେ ଏକ ଜାଲି ଝାଞ୍ଜିରୀ କରିବ ଓ ତହିଁ ଉପରେ ଚାରି କୋଣରେ ପିତ୍ତଳର ଚାରି କଡ଼ା ପ୍ରସ୍ତୁତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପିତ୍ତଳରେ ଏକ ଜାଲି କରିବ ଓ ତା’ ଉପରେ ଗ୍ଭରି କୋଣରେ ପିତ୍ତଳର ଗ୍ଭରିକଡ଼ା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପିତ୍ତଳରେ ଏକ ଜାଲି ଝାଞ୍ଜିରୀ କରିବ ଓ ତହିଁ ଉପରେ ଚାରି କୋଣରେ ପିତ୍ତଳର ଚାରି କଡ଼ା ପ୍ରସ୍ତୁତ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପିତ୍ତଳରେ ଏକ ଜାଲି ଝାଞ୍ଜିରୀ କରିବ ଓ ତହିଁ ଉପରେ ଚାରି କୋଣରେ ପିତ୍ତଳର ଚାରି କଡ଼ା ପ୍ରସ୍ତୁତ କରିବ।