Exodus 27:5 — Compare Translations

5 translations compared side by side

Odia - 1840
"ୟଜ୍ଞବଦେୀର ତଳେ ଥିବା ଥାକ ତଳେ ଜାଲିକୁ ରଖ। ଏହା ୟଜ୍ଞବଦେୀର ମଧ୍ଯଭାଗ ପର୍ୟ୍ଯନ୍ତ ପାଇବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଝାଞ୍ଜିରୀ ବେଦି-ବେଢ଼ ତଳେ ନିମ୍ନ ଭାଗରେ ରଖିବ ଓ ଝାଞ୍ଜିରୀ ବେଦିର ମଧ୍ୟ ପର୍ଯ୍ୟନ୍ତ ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଜ୍ଞବେଦିର ତଳେ ଥିବା ଥାକ ତଳେ ଜାଲିକୁ ରଖ। ଏହା ଯଜ୍ଞବେଦିର ମଧ୍ୟଭାଗ ପର୍ଯ୍ୟନ୍ତ ପାଇବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଝାଞ୍ଜିରୀ ବେଦି-ବେଢ଼ ତଳେ ନିମ୍ନ ଭାଗରେ ରଖିବ ଓ ଝାଞ୍ଜିରୀ ବେଦିର ମଧ୍ୟ ପର୍ଯ୍ୟନ୍ତ ପାଇବ।
Odia IRV 2017 (ଓଡିଆ ବାଇବେଲ)
ଏହି ଝାଞ୍ଜିରୀ ବେଦି-ବେଢ଼ ତଳେ ନିମ୍ନ ଭାଗରେ ରଖିବ ଓ ଝାଞ୍ଜିରୀ ବେଦିର ମଧ୍ୟ ପର୍ଯ୍ୟନ୍ତ ପାଇବ।