Exodus 27:6 — Compare Translations
5 translations compared side by side
Odia - 1840
"ୟଜ୍ଞବଦେୀର ଖମ୍ବ ଶିଟୀମ୍ କାଠ ରେ ନିର୍ମାଣ କରି ସେଥି ରେ ପିତ୍ତଳ ଆଚ୍ଛାଦନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ବେଦି ନିମନ୍ତେ ଶିଟୀମ୍ କାଷ୍ଠର ସାଙ୍ଗୀ କରିବ ଓ ତାହା ପିତ୍ତଳରେ ମଡ଼ାଇବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଜ୍ଞବେଦିର ଖମ୍ବ ଶିଟୀମ୍ କାଠରେ ନିର୍ମାଣ କରି ସେଥିରେ ପିତ୍ତଳ ଆଚ୍ଛାଦନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ବେଦି ନିମନ୍ତେ ଶିଟୀମ୍ କାଷ୍ଠର ସାଙ୍ଗୀ କରିବ ଓ ତାହା ପିତ୍ତଳରେ ମଡ଼ାଇବ।
Odia IRV 2017 (ଓଡିଆ ବାଇବେଲ)
ଆଉ ବେଦି ନିମନ୍ତେ ଶିଟୀମ୍ କାଷ୍ଠର ସାଙ୍ଗୀ କରିବ ଓ ତାହା ପିତ୍ତଳରେ ମଡ଼ାଇବ।