Exodus 27:7 — Compare Translations
5 translations compared side by side
Odia - 1840
"ପୁଣି ସହେି ବଦେୀକୁ ବହିବା ବେଳେ ବଦେୀର ଉଭୟ ପାଶର୍ବ ଉପରେ କଡା ମଧିଅରେ ସହେି ସାଙ୍ଗୀ ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ବେଦି ବହିବା ବେଳେ ତହିଁର ଦୁଇ ପାର୍ଶ୍ଵ ଉପରେ କଡ଼ା ମଧ୍ୟରେ ସେହି ସାଙ୍ଗୀ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେହି ବେଦିକୁ ବହିବା ବେଳେ ବେଦିର ଉଭୟ ପାର୍ଶ୍ୱ ଉପରେ କଡ଼ା ମଧ୍ୟରେ ସେହି ସାଙ୍ଗୀ ରଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବେଦି ବହିବା ବେଳେ ତହିଁର ଦୁଇ ପାର୍ଶ୍ୱ ଉପରେ କଡ଼ା ମଧ୍ୟରେ ସେହି ସାଙ୍ଗୀ ରହିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ବେଦି ବହିବା ବେଳେ ତହିଁର ଦୁଇ ପାର୍ଶ୍ୱ ଉପରେ କଡ଼ା ମଧ୍ୟରେ ସେହି ସାଙ୍ଗୀ ରହିବ।
Recommended Reading