Exodus 27:8 — Compare Translations

5 translations compared side by side

Odia - 1840
"ତୁମ୍ଭେ ୟଜ୍ଞବଦେୀକୁ ଫମ୍ପା ସିନ୍ଦୁକ ପରି ରଖ। ପର୍ବତ ରେ ତୁମ୍ଭକୁ ଯେଉଁ ରୂପେ ଦଖାଇେଥିଲ ସହେିପରି ଭାବରେ ବଦେୀ ନିର୍ମାଣ କରାୟିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଫମ୍ପା ରଖି ପଟାରେ ତାହା କରିବ, ପର୍ବତରେ ତୁମ୍ଭକୁ ଯେରୂପ ପ୍ରଦର୍ଶିତ ହେଲା, ସେରୂପେ ଲୋକମାନେ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯଜ୍ଞବେଦିକୁ ଫମ୍ପା ସିନ୍ଦୁକ ପରି ରଖ। ପର୍ବତରେ ତୁମ୍ଭକୁ ଯେଉଁ ରୂପେ ଦେଖାଇଥିଲି ସେହିପରି ଭାବରେ ବେଦି ନିର୍ମାଣ କରାଯିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଫମ୍ପା ରଖି ପଟାରେ ତାହା କରିବ, ପର୍ବତରେ ତୁମ୍ଭକୁ ଯେରୂପ ପ୍ରଦର୍ଶିତ ହୋଇଥିଲା, ସେରୂପେ ଲୋକମାନେ କରିବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଫମ୍ପା ରଖି ପଟାରେ ତାହା କରିବ, ପର୍ବତରେ ତୁମ୍ଭକୁ ଯେରୂପ ପ୍ରଦର୍ଶିତ ହୋଇଥିଲା, ସେରୂପେ ଲୋକମାନେ କରିବେ।