Exodus 27:9 — Compare Translations

5 translations compared side by side

Odia - 1840
"ପବିତ୍ର ତମ୍ବୁ ପାଇଁ ଏକ ପ୍ରାଙ୍ଗଣ ତିଆରି କର। ସହେି ପ୍ରାଙ୍ଗଣର ଦକ୍ଷିଣ ଦିଗ ରେ ବଳା ଶୁଭ୍ର କ୍ଷୋମ ସୂତା ନିର୍ମିତ ପରଦା ରହିବା ଉଚିତ୍। ଏହାର ଲମ୍ବ ଏକ ଶହ ହାତ ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ତୁମ୍ଭେ ଆବାସର ପ୍ରାଙ୍ଗଣ କରିବ; ସେହି ପ୍ରାଙ୍ଗଣର ଦକ୍ଷିଣ ଦିଗରେ ବଳା ଶୁଭ୍ର କ୍ଷୌମସୂତ୍ରନିର୍ମିତ ପରଦା କରିବ; ତହିଁର ଏକ ପାର୍ଶ୍ଵର ଦୈର୍ଘ୍ୟ ଏକଶତ ହସ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ର ତମ୍ବୁର ଚତୁର୍ପାର୍ଶ୍ୱର ପ୍ରାଙ୍ଗଣ “ପବିତ୍ର ତମ୍ବୁ ପାଇଁ ଏକ ପ୍ରାଙ୍ଗଣ ତିଆରି କର। ସେହି ପ୍ରାଙ୍ଗଣର ଦକ୍ଷିଣ ଦିଗରେ ବଳା ଶୁଭ୍ର କ୍ଷୋମ ସୂତା ନିର୍ମିତ ପରଦା ରହିବା ଉଚିତ୍। ଏହାର ଲମ୍ବ ଏକ ଶହ ହାତ ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତୁମ୍ଭେ ଆବାସର ପ୍ରାଙ୍ଗଣ କରିବ; ସେହି ପ୍ରାଙ୍ଗଣର ଦକ୍ଷିଣ ଦିଗରେ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ପରଦା କରିବ; ତହିଁର ଏକ ପାର୍ଶ୍ୱର ଦୈର୍ଘ୍ୟ ଏକ ଶହ ହସ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତୁମ୍ଭେ ଆବାସର ପ୍ରାଙ୍ଗଣ କରିବ; ସେହି ପ୍ରାଙ୍ଗଣର ଦକ୍ଷିଣ ଦିଗରେ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ପରଦା କରିବ; ତହିଁର ଏକ ପାର୍ଶ୍ୱର ଦୈର୍ଘ୍ୟ ଏକଶତ ହସ୍ତ ହେବ।