Exodus 28:1 — Compare Translations

5 translations compared side by side

Odia - 1840
"ତହିଁରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭର ଭାଇ ହାରୋଣ ଏବଂ ତାଙ୍କର ପୁତ୍ର ନାଦବ୍, ଅବୀଦ, ଇଲିଯାଜର ଓ ଇଥାମରକୁ ଇଶ୍ରାୟେଲର ଲୋକମାନଙ୍କ ମଧ୍ଯରୁ ଆଣ। ସମାନେେ ମାରେ ଯାଜକଗଣ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକକର୍ମ କରିବା ନିମନ୍ତେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆପଣା ଭ୍ରାତା ହାରୋଣକୁ ଓ, ତାହା ସଙ୍ଗେ ତାହାର ପୁତ୍ରଗଣକୁ, ଅର୍ଥାତ୍, ହାରୋଣ, ନାଦବ୍ ଓ ଅବୀହୂ, ଇଲୀୟାଜରଓ ଈଥାମରକୁ ଆପଣା ନିକଟକୁ ଆଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକମାନଙ୍କର ବସ୍ତ୍ର ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭର ଭାଇ ହାରୋଣ ଏବଂ ତାଙ୍କର ପୁତ୍ର ନାଦବ୍, ଅବୀହୂ, ଇଲିୟାଜର ଓ ଈଥାମରକୁ ଇସ୍ରାଏଲର ଲୋକମାନଙ୍କ ମଧ୍ୟରୁ ଆଣ। ସେମାନେ ମୋର ଯାଜକଗଣ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆପଣା ଭ୍ରାତା ହାରୋଣକୁ ଓ ତାହା ସଙ୍ଗେ ତାହାର ପୁତ୍ରଗଣଙ୍କୁ, ଅର୍ଥାତ୍‍, ହାରୋଣ, ନାଦବ୍‍ ଓ ଅବୀହୂ, ଇଲୀୟାସର ଓ ଈଥାମରକୁ ଆପଣା ନିକଟକୁ ଆଣିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଆପଣା ଭ୍ରାତା ହାରୋଣକୁ ଓ ତାହା ସଙ୍ଗେ ତାହାର ପୁତ୍ରଗଣଙ୍କୁ, ଅର୍ଥାତ୍‍, ହାରୋଣ, ନାଦବ ଓ ଅବୀହୂ, ଇଲୀୟାସର ଓ ଈଥାମରକୁ ଆପଣା ନିକଟକୁ ଆଣିବ।