Exodus 28:10 — Compare Translations

5 translations compared side by side

Odia - 1840
"ଛଅଟି ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅଟି ନାମ ମଣି ଉପରେ ରହିବ। ଏହିସବୁ ନାମଗୁଡିକ ସମାନଙ୍କେର ଜନ୍ମ ଅନୁସାରେ ତାଲିକାଭୁକ୍ତ କରାୟିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ସେମାନଙ୍କ ବଂଶାବଳୀ ଅନୁସାରେ ଛଅ ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅ ନାମ ଅନ୍ୟ ମଣି ଉପରେ ଖୋଳିବ ।
Odia Bible ERV 2004 (ପବିତ୍ର ବାଇବଲ)
ଛଅଟି ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅଟି ନାମ ମଣି ଉପରେ ରହିବ। ଏହିସବୁ ନାମଗୁଡ଼ିକ ସେମାନଙ୍କର ଜନ୍ମ ଅନୁସାରେ ତାଲିକାଭୁକ୍ତ କରାଯିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍‍, ସେମାନଙ୍କ ବଂଶାବଳୀ ଅନୁସାରେ ଛଅ ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅ ନାମ ଅନ୍ୟ ମଣି ଉପରେ ଖୋଦିତ କରିବ।
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍‍, ସେମାନଙ୍କ ବଂଶାବଳୀ ଅନୁସାରେ ଛଅ ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅ ନାମ ଅନ୍ୟ ମଣି ଉପରେ ଖୋଦିତ କରିବ।