Exodus 28:11 — Compare Translations
5 translations compared side by side
Odia - 1840
"ଶିଳ୍ପ କର୍ମ ରେ ମୁଦ୍ରା ଖାେଳିବା ନ୍ଯାଯ ସହେି ଦୁଇ ମଣି ଉପରେ ଇଶ୍ରାୟେଲ ପୁତ୍ରଗଣର ନାମ ଖୋଳିବ। ପୁଣି ତାହା ଦୁଇ ସ୍ବର୍ଣ୍ଣ ଧାର ରେ ବନ୍ଦ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିଳ୍ପକର୍ମରେ ମୁଦ୍ରା ଖୋଳିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲ-ପୁତ୍ରଗଣର ନାମ ଖୋଳିବ, ପୁଣି ତାହା ଦୁଇ ସ୍ଵର୍ଣ୍ଣାଧାରରେ ବନ୍ଦ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଶିଳ୍ପ କର୍ମରେ ମୁଦ୍ରା ଖୋଳିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲ ପୁତ୍ରଗଣର ନାମ ଖୋଳିବ। ପୁଣି ତାହା ଦୁଇ ସ୍ୱର୍ଣ୍ଣ ଧାରରେ ବନ୍ଦ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶିଳ୍ପକର୍ମରେ ମୁଦ୍ରା ଖୋଦିତ କରିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲର ପୁତ୍ରଗଣର ନାମ ଖୋଦିତ କରିବ, ପୁଣି, ତାହା ଦୁଇ ସ୍ୱର୍ଣ୍ଣାଧାରରେ ବନ୍ଦ କରିବ।
Odia IRV 2017 (ଓଡିଆ ବାଇବେଲ)
ଶିଳ୍ପ କର୍ମରେ ମୁଦ୍ରା ଖୋଦିତ କରିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲର ପୁତ୍ରଗଣର ନାମ ଖୋଦିତ କରିବ, ପୁଣି, ତାହା ଦୁଇ ସ୍ୱର୍ଣ୍ଣାଧାରରେ ବନ୍ଦ କରିବ।