Exodus 28:12 — Compare Translations
5 translations compared side by side
Odia - 1840
"ଏହାପରେ ଇଶ୍ରାୟେଲ ସନ୍ତାନଗଣକୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସହେି ଦୁଇ ମଣି ଏଫୋଦର ଦୁଇସ୍କନ୍ଧ ପଟି ରେ ଦବେ। ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖ ରେ ଆପଣା ଦୁଇ ସ୍କନ୍ଧ ରେ ସମାନଙ୍କେ ନାମ ବହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇସ୍ରାଏଲ-ସନ୍ତାନଗଣକୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସେହି ଦୁଇ ମଣି ଏଫୋଦର ଦୁଇ ସ୍କନ୍ଧପଟିରେ ଦେବ; ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଦୁଇ ସ୍କନ୍ଧରେ ସେମାନଙ୍କ ନାମ ବହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲ ସନ୍ତାନଗଣକୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସେହି ଦୁଇ ମଣି ଏଫୋଦର ଦୁଇସ୍କନ୍ଧ ପଟିରେ ଦେବ। ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଦୁଇ ସ୍କନ୍ଧରେ ସେମାନଙ୍କ ନାମ ବହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍ରାଏଲର ସନ୍ତାନଗଣଙ୍କୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସେହି ଦୁଇ ମଣି ଏଫୋଦର ଦୁଇ ସ୍କନ୍ଧପଟିରେ ଦେବ; ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଦୁଇ ସ୍କନ୍ଧରେ ସେମାନଙ୍କ ନାମ ବହିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇସ୍ରାଏଲର ସନ୍ତାନଗଣଙ୍କୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସେହି ଦୁଇ ମଣି ଏଫୋଦର ଦୁଇ ସ୍କନ୍ଧପଟିରେ ଦେବ; ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଦୁଇ ସ୍କନ୍ଧରେ ସେମାନଙ୍କ ନାମ ବହିବ।