Exodus 28:14 — Compare Translations

5 translations compared side by side

Odia - 1840
"ଦୁଇମାେଡା ହାଇେଥିବା ସୁବର୍ଣ୍ଣ ଜଞ୍ଜିର କରି ସହେି ଏଫୋଦ ରେ ଲଗାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ନିର୍ମଳ ସୁବର୍ଣ୍ଣ ଦ୍ଵାରା ଦୁଇ ମୋଡ଼ା ଜଞ୍ଜିର କରି ସେହି ମୋଡ଼ା ଜଞ୍ଜିର ସେହି ଦୁଇ ଆଧାରରେ ଲଗାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଇ ମୋଡ଼ା ହୋଇଥିବା ସୁବର୍ଣ୍ଣ ଜଞ୍ଜିର କରି ସେହି ଏଫୋଦରେ ଲଗାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ନିର୍ମଳ ସୁବର୍ଣ୍ଣ ଦ୍ୱାରା ଦୁଇ ମୋଡ଼ା ଜଞ୍ଜିର କରି ସେହି ମୋଡ଼ା ଜଞ୍ଜିର ସେହି ଦୁଇ ଆଧାରରେ ଲଗାଇବ।
Odia IRV 2017 (ଓଡିଆ ବାଇବେଲ)
ଓ ନିର୍ମଳ ସୁବର୍ଣ୍ଣ ଦ୍ୱାରା ଦୁଇ ମୋଡ଼ା ଜଞ୍ଜିର କରି ସେହି ମୋଡ଼ା ଜଞ୍ଜିର ସେହି ଦୁଇ ଆଧାରରେ ଲଗାଇବ।