Exodus 28:17 — Compare Translations
5 translations compared side by side
Odia - 1840
"ତାହାକୁ ଚାରି ମଣି ପଂକ୍ତି ରେ ଖଚିତ କରିବ। ତହିଁରେ ପ୍ରଥମ ପଂକ୍ତି ରେ ଚୂଣୀ ଓ ପୀତମଣି ମର୍କତ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାହାକୁ ଚାରି ମଣିପଂକ୍ତିରେ ଖଚିତ କରିବ, ତହିଁର ପ୍ରଥମ ପଂକ୍ତିରେ ଚୂଣୀ ଓ ପୀତମଣି ଓ ମରକତ;
Odia Bible ERV 2004 (ପବିତ୍ର ବାଇବଲ)
ତାହାକୁ ଗ୍ଭରି ମଣି ପଂକ୍ତିରେ ଖଚିତ କରିବ। ତହିଁରେ ପ୍ରଥମ ପଂକ୍ତିରେ ଚୂଣୀ ଓ ପୀତମଣି ମର୍କତ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାକୁ ଚାରି ଧାଡ଼ି ମଣିରେ ଖଚିତ କରିବ, ତହିଁର ପ୍ରଥମ ଧାଡିରେ ଚୂଣୀ, ପୀତମଣି ଓ ମରକତ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାକୁ ଚାରି ଧାଡି ମଣିରେ ଖଚିତ କରିବ, ତହିଁର ପ୍ରଥମ ଧାଡିରେ ଚୂଣୀ, ପୀତମଣି ଓ ମରକତ;