Exodus 28:18 — Compare Translations

5 translations compared side by side

Odia - 1840
"ଦ୍ବିତୀୟ ପଂକ୍ତି ରେ ପଦ୍ମରାଗ ଓ ନୀଳକାନ୍ତ ହୀରକ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦ୍ଵିତୀୟ ପଂକ୍ତିରେ ପଦ୍ମରାଗ ଓ ନୀଳକା; ଓ ହୀରକ
Odia Bible ERV 2004 (ପବିତ୍ର ବାଇବଲ)
ଦ୍ୱିତୀୟ ପଂକ୍ତିରେ ପଦ୍ମରାଗ ଓ ନୀଳକାନ୍ତ ହୀରକ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦ୍ୱିତୀୟ ଧାଡ଼ିରେ ପଦ୍ମରାଗ, ନୀଳକାନ୍ତ ଓ ହୀରକ
Odia IRV 2017 (ଓଡିଆ ବାଇବେଲ)
ଦ୍ୱିତୀୟ ଧାଡିରେ ପଦ୍ମରାଗ, ନୀଳକାନ୍ତ ଓ ହୀରକ