Exodus 28:2 — Compare Translations
5 translations compared side by side
Odia - 1840
"ତୁମ୍ଭର ଭାଇ ହାରୋଣଙ୍କ ପାଇଁ ପବିତ୍ର ବସ୍ତ୍ର ତିଆରି କର। ସହେି ବସ୍ତ୍ର ପିନ୍ଧିଲେ ସେ ସମ୍ମାନ ପାଇବେ ଓ ସୁନ୍ଦର ଦିଶିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଭ୍ରାତା ହାରୋଣର ଶ୍ରୀ ଓ ଶୋଭା ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭର ଭାଇ ହାରୋଣଙ୍କ ପାଇଁ ପବିତ୍ର ବସ୍ତ୍ର ତିଆରି କର। ସେହି ବସ୍ତ୍ର ପିନ୍ଧିଲେ ସେ ସମ୍ମାନ ପାଇବେ ଓ ସୁନ୍ଦର ଦିଶିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଭ୍ରାତା ହାରୋଣର ଶ୍ରୀ ଓ ଶୋଭା ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଭ୍ରାତା ହାରୋଣର ଶ୍ରୀ ଓ ଶୋଭା ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବ।