Exodus 28:20 — Compare Translations
5 translations compared side by side
Odia - 1840
"ଚତୁର୍ଥ ପଂକ୍ତି ରେ ବୈଦୂର୍ୟ୍ଯ, ଗୋମଦେକ ଓ ସୂର୍ୟ୍ଯକାନ୍ତ। ଏହିସବୁ ସ୍ବର୍ଣ୍ଣ ରେ ନିଜ ନିଜ ପଂକ୍ତି ରେ ବସାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଚତୁର୍ଥ ପଂକ୍ତିରେ ବୈଦୁର୍ଯ୍ୟ ଓ ଗୋମେଦକ ଓ ସୂର୍ଯ୍ୟକାନ୍ତ; ଏହି ସମସ୍ତ ସ୍ଵର୍ଣ୍ଣରେ ସ୍ଵ ସ୍ଵ ପଂକ୍ତିରେ ବସାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଚତୁର୍ଥ ପଂକ୍ତିରେ ବୈଦୂର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ। ଏହିସବୁ ସ୍ୱର୍ଣ୍ଣରେ ନିଜ ନିଜ ପଂକ୍ତିରେ ବସାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଚତୁର୍ଥ ଧାଡ଼ିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ; ଏହି ସମସ୍ତ ସ୍ୱର୍ଣ୍ଣରେ ସ୍ୱ ସ୍ୱ ଧାଡ଼ିରେ ବସାଯିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଚତୁର୍ଥ ଧାଡିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ; ଏହି ସମସ୍ତ ସ୍ୱର୍ଣ୍ଣରେ ସ୍ୱ ସ୍ୱ ଧାଡିରେ ବସାଯିବ।