Exodus 28:21 — Compare Translations
5 translations compared side by side
Odia - 1840
"ଏହି ମଣି ଇଶ୍ରାୟେଲ ପୁତ୍ରମାନଙ୍କ ନାମ ନିମନ୍ତେ ସମାନଙ୍କେ ନାମ ଅନୁସାରେ ଦ୍ବାଦଶ ହବେ। ମୁଦ୍ରା ନ୍ଯାଯ ଖାଦେିତ ପ୍ରେତ୍ୟକକ ମଣି ରେ ସହେି ଦ୍ବାଦଶ ବଂଶ ନିମନ୍ତେ ପ୍ରେତ୍ୟକକ ପୁତ୍ରନ ନାମ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ମଣି ଇସ୍ରାଏଲ-ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ଵାଦଶ ହେବ; ମୁଦ୍ରାନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ଵାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ମଣି ଇସ୍ରାଏଲ ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ୱାଦଶ ହେବ। ମୁଦ୍ରା ନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ୱାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ମଣି ଇସ୍ରାଏଲର ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ୱାଦଶ ହେବେ; ମୁଦ୍ରାନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ୱାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ।
Odia IRV 2017 (ଓଡିଆ ବାଇବେଲ)
ଏହି ମଣି ଇସ୍ରାଏଲର ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ୱାଦଶ ହେବେ; ମୁଦ୍ରାନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ୱାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ।