Exodus 28:23 — Compare Translations
5 translations compared side by side
Odia - 1840
"ବୁକୁପଟା ଉପରେ ସ୍ବର୍ଣ୍ଣର ଦୁଇ କଡା ରହିବ। ବୁକୁପଟାର ଦୁଇ ପ୍ରାନ୍ତ ରେ ସହେି ଦୁଇ କଡା ଲଗାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ବୁକୁପଟା ଉପରେ ସ୍ଵର୍ଣ୍ଣର ଦୁଇ କଡ଼ା କରିବ ଓ ବୁକୁପଟାର ଦୁଇ ପ୍ରାନ୍ତରେ ସେହି ଦୁଇ କଡ଼ା ଲଗାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ବୁକୁପଟା ଉପରେ ସ୍ୱର୍ଣ୍ଣର ଦୁଇ କଡ଼ା ରହିବ। ବୁକୁପଟାର ଦୁଇ ପ୍ରାନ୍ତରେ ସେହି ଦୁଇ କଡ଼ା ଲଗାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବୁକୁପଟା ଉପରେ ସ୍ୱର୍ଣ୍ଣର ଦୁଇ କଡ଼ା କରିବ ଓ ବୁକୁପଟାର ଦୁଇ ପ୍ରାନ୍ତରେ ସେହି ଦୁଇ କଡ଼ା ଲଗାଇବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ବୁକୁପଟା ଉପରେ ସ୍ୱର୍ଣ୍ଣର ଦୁଇ କଡ଼ା କରିବ ଓ ବୁକୁପଟାର ଦୁଇ ପ୍ରାନ୍ତରେ ସେହି ଦୁଇ କଡ଼ା ଲଗାଇବ।