Exodus 28:24 — Compare Translations
5 translations compared side by side
Odia - 1840
"ବୁକୁପଟା ସ୍ଥିତ ଦୁଇ ସୁବର୍ଣ୍ଣ କଡା ମଧିଅରେ ସହେି ଦୁଇଟି ସୁବର୍ଣ୍ଣ ହାର ଲଗାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ବୁକୁପଟାର ଦୁଇ ପ୍ରାନ୍ତସ୍ଥିତ ଦୁଇ କଡ଼ା ମଧ୍ୟରେ ସେହି ଦୁଇ ମୋଡ଼ା ସ୍ଵର୍ଣ୍ଣ ଜଞ୍ଜିର ଲଗାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ବୁକୁପଟା ସ୍ଥିତ ଦୁଇ ସୁବର୍ଣ୍ଣ କଡ଼ା ମଧ୍ୟରେ ସେହି ଦୁଇଟି ସୁବର୍ଣ୍ଣ ହାର ଲଗାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ବୁକୁପଟାର ଦୁଇ ପ୍ରାନ୍ତସ୍ଥିତ ଦୁଇ କଡ଼ା ମଧ୍ୟରେ ସେହି ଦୁଇ ମୋଡ଼ା ସ୍ୱର୍ଣ୍ଣ ଜଞ୍ଜିର ଲଗାଇବ।
Odia IRV 2017 (ଓଡିଆ ବାଇବେଲ)
ଆଉ ବୁକୁପଟାର ଦୁଇ ପ୍ରାନ୍ତସ୍ଥିତ ଦୁଇ କଡ଼ା ମଧ୍ୟରେ ସେହି ଦୁଇ ମୋଡ଼ା ସ୍ୱର୍ଣ୍ଣ ଜଞ୍ଜିର ଲଗାଇବ।