Exodus 28:25 — Compare Translations

5 translations compared side by side

Odia - 1840
"ଦୁଇ ସୁବର୍ଣ୍ଣ ହାରର ଦୁଇ ମୁଣ୍ଡକୁ ଏଫୋଦର ସ୍କନ୍ଧ ପଟି ରେ ବାନ୍ଧ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୋଡ଼ା ଜଞ୍ଜିରର ଦୁଇ ମୁଣ୍ତ ଦୁଇ ଆଧାରରେ ବନ୍ଦ କରି ଏଫୋଦବସ୍ତ୍ରର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଇ ସୁବର୍ଣ୍ଣ ହାରର ଦୁଇ ମୁଣ୍ଡକୁ ଏଫୋଦର ସ୍କନ୍ଧ ପଟିରେ ବାନ୍ଧ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ରର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ରର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିବ।