Exodus 28:27 — Compare Translations

5 translations compared side by side

Odia - 1840
"ଆହୁରି ଦୁଇଟୀ ସ୍ବର୍ଣ୍ଣ କଡା କରି ଏଫୋଦ ବସ୍ତ୍ରର ଦୁଇ ସ୍କନ୍ଦପଟି ତଳେ ତହିଁର ସମ୍ମୁଖ ଭାଗ ରେ ୟୋଡ ସ୍ଥାନ ରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଦୁଇ ସ୍ଵର୍ଣ୍ଣକଡ଼ା କରି ଏଫୋଦବସ୍ତ୍ରର ଦୁଇ ସ୍କନ୍ଧପଟି ତଳେ ତହିଁର ସମ୍ମୁଖ ଭାଗର ଯୋଡ଼ାସ୍ଥାନର ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ଦୁଇଟି ସ୍ୱର୍ଣ୍ଣ କଡ଼ା କରି ଏଫୋଦ ବସ୍ତ୍ରର ଦୁଇ ସ୍କନ୍ଦପଟି ତଳେ ତହିଁର ସମ୍ମୁଖ ଭାଗରେ ଯୋଡ଼ ସ୍ଥାନରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଦୁଇ ସ୍ୱର୍ଣ୍ଣର କଡ଼ା କରି ଏଫୋଦ ବସ୍ତ୍ରର ଦୁଇ ସ୍କନ୍ଧପଟି ତଳେ ତହିଁର ସମ୍ମୁଖ ଭାଗର ଯୋଡ଼ା ସ୍ଥାନର ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ଦୁଇ ସ୍ୱର୍ଣ୍ଣର କଡ଼ା କରି ଏଫୋଦ ବସ୍ତ୍ରର ଦୁଇ ସ୍କନ୍ଧପଟି ତଳେ ତହିଁର ସମ୍ମୁଖ ଭାଗର ଯୋଡ଼ା ସ୍ଥାନର ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ।