Exodus 28:29 — Compare Translations
5 translations compared side by side
Odia - 1840
"ଯେତବେେଳେ ହାରୋଣ ପବିତ୍ର ସ୍ଥାନକୁ ପ୍ରବେଶ କରିବ, ସହେି ସମୟରେ ସଦାପ୍ରଭୁଙ୍କ ସମ୍ମୁଖ ରେ ନିତ୍ଯ ସ୍ମରଣାର୍ଥେ ସେ ବିଚାରାର୍ଥକ ବୁକୁପଟା ରେ ଇଶ୍ରାୟେଲ ପୁତ୍ରଗଣର ନାମ ସକଳ ଆପଣା ହୃଦଯ ଉପରେ ବହନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ସମୟରେ ହାରୋଣ ପବିତ୍ର ସ୍ଥାନରେ ପ୍ରବେଶ କରିବ, ସେହି ସମୟରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ସ୍ମରଣାର୍ଥେ ସେ ବିଚାରାର୍ଥକ ବୁକୁପଟାରେ ଇସ୍ରାଏଲ-ପୁତ୍ରଗଣର ନାମସକଳ ଆପଣା ହୃଦୟ ଉପରେ ବହନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯେତେବେଳେ ହାରୋଣ ପବିତ୍ର ସ୍ଥାନକୁ ପ୍ରବେଶ କରିବ, ସେହି ସମୟରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ସ୍ମରଣାର୍ଥେ ସେ ବିଗ୍ଭରାର୍ଥକ ବୁକୁପଟାରେ ଇସ୍ରାଏଲ ପୁତ୍ରଗଣର ନାମ ସକଳ ଆପଣା ହୃଦୟ ଉପରେ ବହନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ସମୟରେ ହାରୋଣ ପବିତ୍ର ସ୍ଥାନରେ ପ୍ରବେଶ କରିବ, ସେହି ସମୟରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ସ୍ମରଣାର୍ଥେ ସେ ବିଚାରାର୍ଥକ ବୁକୁପଟାରେ ଇସ୍ରାଏଲ-ପୁତ୍ରଗଣର ନାମସକଳ ଆପଣା ହୃଦୟ ଉପରେ ବହନ କରିବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ସମୟରେ ହାରୋଣ ପବିତ୍ର ସ୍ଥାନରେ ପ୍ରବେଶ କରିବ, ସେହି ସମୟରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ସ୍ମରଣାର୍ଥେ ସେ ବିଚାରାର୍ଥକ ବୁକୁପଟାରେ ଇସ୍ରାଏଲ-ପୁତ୍ରଗଣର ନାମସକଳ ଆପଣା ହୃଦୟ ଉପରେ ବହନ କରିବ।