Exodus 28:30 — Compare Translations
5 translations compared side by side
Odia - 1840
"ସହେି ବିଚାରାର୍ଥକ ବୁକୁପଟା ରେ ତୁମ୍ଭେ ଉରୀମ୍ ଓ ତୁମ୍ମୀମ୍ (ଦୀପ୍ତି ଓ ସିଦ୍ଧି) ରଖିବ। ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରବୁଙ୍କ ଛାମୁ ରେ ପ୍ରବେଶ କରିବ। ସହେି ସମୟରେ ହାରୋଣର ଦୃଦଯ ଉପରେ ତାହା ରହିବ, ପୁଣି ହାରୋଣ ସଦାପ୍ରଭୁଙ୍କ ଚାମୁ ରେ ପ୍ରେତ୍ୟକକଦିନ ଇଶ୍ରାୟେଲ ସନ୍ତାନଗଣର ବିଚାର ଆପଣା ହୃଦଯ ଉପରେ ବହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ବିଚାରାର୍ଥକ ବୁକୁପଟାରେ ତୁମ୍ଭେ ଉରୀମ୍ ଓ ତୁମ୍ମୀମ୍ (ଦୀପ୍ତି ଓ ସିଦ୍ଧି) ରଖିବ; ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରଭୁଙ୍କ ଛାମୁରେ ପ୍ରବେଶ କରିବ, ସେହି ସମୟରେ ହାରୋଣର ହୃଦୟ ଉପରେ ତାହା ରହିବ, ପୁଣି ହାରୋଣ ସଦାପ୍ରଭୁଙ୍କ ଛାମୁରେ ନିତ୍ୟ ନିତ୍ୟ ଇସ୍ରାଏଲ-ସନ୍ତାନଗଣର ବିଚାର ଆପଣା ହୃଦୟ ଉପରେ ବହିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ବିଗ୍ଭରାର୍ଥକ ବୁକୁପଟାରେ ତୁମ୍ଭେ ଊରୀମ୍ ଓ ତୁମ୍ମୀମ୍ (ଦୀପ୍ତି ଓ ସିଦ୍ଧି) ରଖିବ। ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରଭୁଙ୍କ ଛାମୁରେ ପ୍ରବେଶ କରିବ। ସେହି ସମୟରେ ହାରୋଣର ହୃଦୟ ଉପରେ ତାହା ରହିବ, ପୁଣି ହାରୋଣ ସଦାପ୍ରଭୁଙ୍କ ଛାମୁରେ ପ୍ରତ୍ୟେକ ଦିନ ଇସ୍ରାଏଲ ସନ୍ତାନଗଣର ବିଗ୍ଭର ଆପଣା ହୃଦୟ ଉପରେ ବହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ବିଚାରାର୍ଥକ ବୁକୁପଟାରେ ତୁମ୍ଭେ ଉରୀମ୍ ଓ ତୁମ୍ମୀମ୍ (ଦୀପ୍ତି ଓ ସିଦ୍ଧି) ରଖିବ; ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରଭୁଙ୍କ ଛାମୁରେ ପ୍ରବେଶ କରିବ, ସେହି ସମୟରେ ହାରୋଣର ହୃଦୟ ଉପରେ ତାହା ରହିବ, ପୁଣି, ହାରୋଣ ସଦାପ୍ରଭୁଙ୍କ ଛାମୁରେ ନିତ୍ୟ ନିତ୍ୟ ଇସ୍ରାଏଲ-ସନ୍ତାନଗଣର ବିଚାର ଆପଣା ହୃଦୟ ଉପରେ ବହିବ।
Odia IRV 2017 (ଓଡିଆ ବାଇବେଲ)
ସେହି ବିଚାରାର୍ଥକ ବୁକୁପଟାରେ ତୁମ୍ଭେ ଉରୀମ୍ ଓ ତୁମ୍ମୀମ୍ (ଦୀପ୍ତି ଓ ସିଦ୍ଧି) ରଖିବ; ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରଭୁଙ୍କ ଛାମୁରେ ପ୍ରବେଶ କରିବ, ସେହି ସମୟରେ ହାରୋଣର ହୃଦୟ ଉପରେ ତାହା ରହିବ, ପୁଣି, ହାରୋଣ ସଦାପ୍ରଭୁଙ୍କ ଛାମୁରେ ନିତ୍ୟ ନିତ୍ୟ ଇସ୍ରାଏଲ ସନ୍ତାନଗଣର ବିଚାର ଆପଣା ହୃଦୟ ଉପରେ ବହିବ।