Exodus 28:31 — Compare Translations
5 translations compared side by side
Odia - 1840
"ଏଫୋଦ ନିମନ୍ତେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣ ରେ ଚୋଗା ତିଆରି କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳ ବର୍ଣ୍ଣ କରିବ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକମାନଙ୍କ ପାଇଁ ଅନ୍ୟାନ୍ୟ ସମସ୍ତ ବସ୍ତ୍ର “ଏଫୋଦ ନିମନ୍ତେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣରେ ଗ୍ଭେଗା ତିଆରି କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳବର୍ଣ୍ଣ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳ ବର୍ଣ୍ଣ କରିବ।