Exodus 28:32 — Compare Translations

5 translations compared side by side

Odia - 1840
"ଏହାର ମଧ୍ଯ ସ୍ଥଳ ରେ ମସ୍ତକ ପ୍ରବେଶ ନିମନ୍ତେ ଏକ ଛିଦ୍ର ରହିବ। ସାଞ୍ଚୁଆର ଗଳଦେଶ ନ୍ଯାଯ ସହେି ଛିଦ୍ରର ଚତୁର୍ଦ୍ଦିଗ ରେ ବୁଣା କର୍ମ ହବେ। ତହିଁରେ ତାହା ଛିଣ୍ଡି ୟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ମଧ୍ୟସ୍ଥଳରେ ମସ୍ତକ ପ୍ରବେଶ ନିମନ୍ତେ ଏକ ଛିଦ୍ର ରହିବ; ସାଞ୍ଜୁଆର ଗଳଦେଶ ନ୍ୟାୟ ସେହି ଛିଦ୍ରର ଚତୁର୍ଦ୍ଦିଗରେ ବୁଣାକର୍ମ ହେବ, ତହିଁରେ ତାହା ଛିଣ୍ତିଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହାର ମଧ୍ୟସ୍ଥଳରେ ମସ୍ତକ ପ୍ରବେଶ ନିମନ୍ତେ ଏକ ଛିଦ୍ର ରହିବ। ସାଞ୍ଚୁଆର ଗଳଦେଶ ନ୍ୟାୟ ସେହି ଛିଦ୍ରର ଚତୁର୍ଦ୍ଦିଗରେ ବୁଣା କର୍ମ ହେବ। ତହିଁରେ ତାହା ଛିଣ୍ଡି ଯିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ମଧ୍ୟସ୍ଥଳରେ ମସ୍ତକ ପ୍ରବେଶ ନିମନ୍ତେ ଏକ ଛିଦ୍ର ରହିବ; ସାଞ୍ଜୁଆର ଗଳଦେଶ ନ୍ୟାୟ ସେହି ଛିଦ୍ରର ଚତୁର୍ଦ୍ଦିଗରେ ବୁଣାକର୍ମ ହେବ, ତହିଁରେ ତାହା ଛିଣ୍ଡିଯିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁ ମଧ୍ୟସ୍ଥଳରେ ମସ୍ତକ ପ୍ରବେଶ ନିମନ୍ତେ ଏକ ଛିଦ୍ର ରହିବ; ସାଞ୍ଜୁଆର ଗଳଦେଶ ନ୍ୟାୟ ସେହି ଛିଦ୍ରର ଚତୁର୍ଦ୍ଦିଗରେ ବୁଣାକର୍ମ ହେବ, ତହିଁରେ ତାହା ଛିଣ୍ଡିଯିବ ନାହିଁ।