Exodus 28:33 — Compare Translations
5 translations compared side by side
Odia - 1840
"ତୁମ୍ଭେ ତହିଁର ଅଞ୍ଚଳର ଚତୁର୍ଦ୍ଦିଗ ରେ ନୀଳ, ଧୂମ୍ର ଓ ସିନ୍ଦୁର ବର୍ଣ୍ଣର ଡାଳିମ୍ବ କରିବ। ଆଉ ଚାରି ଦିଗ ରେ ତହିଁ ମଧିଅରେ ସ୍ବର୍ଣଘଣ୍ଟି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ତହିଁର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣର ଡାଳିମ୍ଵ କରିବ; ଆଉ ଚାରିଦିଗରେ ତହିଁ ମଧ୍ୟେ ମଧ୍ୟେ ସ୍ଵର୍ଣ୍ଣ ଘଣ୍ଟି ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତହିଁର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୁରବର୍ଣ୍ଣର ଡାଳିମ୍ବ କରିବ। ଆଉ ଗ୍ଭରି ଦିଗରେ ତହିଁ ମଧ୍ୟରେ ସ୍ୱର୍ଣ୍ଣଘଣ୍ଟି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ତହିଁର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣର ଡାଳିମ୍ବ କରିବ; ଆଉ ତହିଁ ଚତୁର୍ଦ୍ଦିଗର ମଧ୍ୟେ ମଧ୍ୟେ ସ୍ୱର୍ଣ୍ଣ ଘଣ୍ଟି ରହିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ତହିଁର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣର ଡାଳିମ୍ବ କରିବ; ଆଉ ତହିଁ ଚତୁର୍ଦ୍ଦିଗର ମଧ୍ୟେ ମଧ୍ୟେ ସ୍ୱର୍ଣ୍ଣ ଘଣ୍ଟି ରହିବ।