Exodus 28:34 — Compare Translations
5 translations compared side by side
Odia - 1840
"ସହେି ଚୋଗାର ଅଞ୍ଚଳର ଚତୁର୍ଦ୍ଦିଗ ରେ ଗୋଟିଏ ସ୍ବର୍ଣ୍ଣଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ, ପୁଣି ଗୋଟିଏ ସ୍ବର୍ଣ୍ଣଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଚୋଗାର ଅଞ୍ଚଳର ଚତୁର୍ଦ୍ଦିଗରେ ଗୋଟିଏ ସ୍ଵର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ଵ, ପୁଣି ଗୋଟିଏ ସ୍ଵର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ଵ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଗ୍ଭେଗାର ଅଞ୍ଚଳର ଚତୁର୍ଦ୍ଦିଗରେ ଗୋଟିଏ ସ୍ୱର୍ଣ୍ଣଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ, ପୁଣି ଗୋଟିଏ ସ୍ୱର୍ଣ୍ଣଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଚୋଗାର ଧଡ଼ିର ଚତୁର୍ଦ୍ଦିଗରେ ଗୋଟିଏ ସ୍ୱର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ବ, ପୁଣି, ଗୋଟିଏ ସ୍ୱର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ।
Odia IRV 2017 (ଓଡିଆ ବାଇବେଲ)
ସେହି ଚୋଗାର ଧଡ଼ିର ଚତୁର୍ଦ୍ଦିଗରେ ଗୋଟିଏ ସ୍ୱର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ବ, ପୁଣି, ଗୋଟିଏ ସ୍ୱର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ।