Exodus 28:35 — Compare Translations
5 translations compared side by side
Odia - 1840
"ହାରୋଣ ସବୋ କରିବା ସମୟରେ ତାହା ପିନ୍ଧିବ। ଯେଉଁଥି ରେ ସେ ଯେତବେେଳେ ସଦାପ୍ରଭୁଙ୍କ ଛାମୁ ରେ ପବିତ୍ର ସ୍ଥାନ ରେ ପ୍ରବେଶ କରିବ ଓ ପ୍ରସ୍ଥାନ କରିବ, ସେତବେେଳେ ଘଣ୍ଟି ଶବ୍ଦ ଶୁଣାୟିବ। ଏହି ପ୍ରକା ରେ ହାରୋଣ ମରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ହାରୋଣ ସେବା କରିବା ସମୟରେ ତାହା ପିନ୍ଧିବ; ତହିଁରେ ସେ ଯେତେବେଳେ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନରେ ପ୍ରବେଶ କରିବ ଓ ଯେତେବେଳେ ସେ ସେଠାରୁ ବାହାର ହେବ, ସେତେବେଳେ ତହିଁର ଶଦ୍ଦ ଶୁଣାଯିବ; ତାହାହେଲେ ସେ ମରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣ ସେବା କରିବା ସମୟରେ ତାହା ପିନ୍ଧିବ। ଯେଉଁଥିରେ ସେ ଯେତେବେଳେ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନରେ ପ୍ରବେଶ କରିବ ଓ ପ୍ରସ୍ଥାନ କରିବ, ସେତେବେଳେ ଘଣ୍ଟି ଶବ୍ଦ ଶୁଣାଯିବ। ଏହି ପ୍ରକାରେ ହାରୋଣ ମରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ହାରୋଣ ସେବା କରିବା ସମୟରେ ତାହା ପିନ୍ଧିବ; ତହିଁରେ ସେ ଯେତେବେଳେ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନରେ ପ୍ରବେଶ କରିବ ଓ ଯେତେବେଳେ ସେ ସେଠାରୁ ବାହାର ହେବ, ସେତେବେଳେ ତହିଁର ଶବ୍ଦ ଶୁଣାଯିବ; ତାହାହେଲେ ସେ ମରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ହାରୋଣ ସେବା କରିବା ସମୟରେ ତାହା ପିନ୍ଧିବ; ତହିଁରେ ସେ ଯେତେବେଳେ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନରେ ପ୍ରବେଶ କରିବ ଓ ଯେତେବେଳେ ସେ ସେଠାରୁ ବାହାର ହେବ, ସେତେବେଳେ ତହିଁର ଶବ୍ଦ ଶୁଣାଯିବ; ତାହାହେଲେ ସେ ମରିବ ନାହିଁ।