Exodus 28:36 — Compare Translations

5 translations compared side by side

Odia - 1840
"ଶୁଦ୍ଧ ସୁବର୍ଣ୍ଣର ଏକ ପାତ୍ର ତିଆରି କର ଏବଂ େଛାଟ ମାହେର ରେ ଖାଦେିତ କଲାପରି ଏହା ଉପରେ ଖୋଦନ କର, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ଏକ ପତ୍ର ପ୍ରସ୍ତୁତ କରି ମୁଦ୍ରା ନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଏହି କଥା ଖୋଳିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଶୁଦ୍ଧ ସୁବର୍ଣ୍ଣର ଏକ ପାତ୍ର ତିଆରି କର ଏବଂ ଛୋଟ ମୋହରରେ ଖୋଦିତ କଲାପରି ଏହା ଉପରେ ଖୋଦନ କର, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ଏକ ପତ୍ର ପ୍ରସ୍ତୁତ କରି ମୋହର ନ୍ୟାୟ ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଖୋଦନ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ଏକ ପତ୍ର ପ୍ରସ୍ତୁତ କରି ମୋହର ନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଖୋଦନ କରିବ।