Exodus 28:37 — Compare Translations

5 translations compared side by side

Odia - 1840
"ପୁଣି ପାଗ ଉପରେ ରହିବା ପାଇଁ ତାହା ନୀଳ ସୁତ୍ର ରେ ବନ୍ଦ କରି ପାଗର ସମ୍ମୁଖ ରେ ରଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପାଗ ଉପରେ ରହିବା ପାଇଁ ତାହା ନୀଳ ସୂତ୍ରରେ ବନ୍ଦ କରି ପାଗର ସମ୍ମୁଖରେ ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ପାଗ ଉପରେ ରହିବା ପାଇଁ ତାହା ନୀଳ ସୁତ୍ରରେ ବନ୍ଦ କରି ପାଗର ସମ୍ମୁଖରେ ରଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପଗଡ଼ି ଉପରେ ରହିବା ପାଇଁ ତାହା ନୀଳ ସୂତ୍ରରେ ବାନ୍ଧି ପଗଡ଼ିର ସମ୍ମୁଖରେ ରଖିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପଗଡି ଉପରେ ରହିବା ପାଇଁ ତାହା ନୀଳ ସୂତ୍ରରେ ବାନ୍ଧି ପଗଡିର ସମ୍ମୁଖରେ ରଖିବ।