Exodus 28:38 — Compare Translations
5 translations compared side by side
Odia - 1840
"ଏହା ହାରୋଣର କପାଳ ଉପରେ ରହିବ। ଇଶ୍ରାୟେଲୀୟମାନେ ଉତ୍ସର୍ଗ କରୁଥିବା ପବିତ୍ର ଉପହାର ପାଇଁ ହାରୋଣ ଦାଯୀ ହବେ। ଏହା ସର୍ବଦା ତା'ର କପାଳ ରେ ରହିବ, ଯାହା ଫଳ ରେ ସହେି ଉପହାରଟି ସଦାପ୍ରଭୁଙ୍କର ଗ୍ରହଣୀଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ହାରୋଣର କପାଳ ଉପରେ ରହିବ, ତହିଁରେ ପବିତ୍ର ଦ୍ରବ୍ୟ-ଘଟିତ ଅପରାଧ, ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ପବିତ୍ରୀକୃତ ପବିତ୍ର ଦାନାଦି ସକଳ ଦ୍ରବ୍ୟ ସମ୍ଵନ୍ଧରେ ଯେଉଁ ଅପରାଧ କରିବେ, ତାହା ହାରୋଣ ବହିବଓ ସଦାପ୍ରଭୁଙ୍କ ଛାମୁରେ ସେମାନେ ଯେପରି ଗ୍ରାହ୍ୟ ହୁଅନ୍ତି, ଏଥିପାଇଁ ତାହା ନିତ୍ୟ ନିତ୍ୟ ତାହାର କପାଳରେ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ହାରୋଣର କପାଳ ଉପରେ ରହିବ। ଇସ୍ରାଏଲୀୟମାନେ ଉତ୍ସର୍ଗ କରୁଥିବା ପବିତ୍ର ଉପହାର ପାଇଁ ହାରୋଣ ଦାୟୀ ହେବ। ଏହା ସର୍ବଦା ତା’ର କପାଳରେ ରହିବ, ଯାହା ଫଳରେ ସେହି ଉପହାରଟି ସଦାପ୍ରଭୁଙ୍କର ଗ୍ରହଣୀୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ହାରୋଣର କପାଳ ଉପରେ ରହିବ, ତହିଁରେ ପବିତ୍ର ଦ୍ରବ୍ୟ-ଘଟିତ ଅପରାଧ, ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ପବିତ୍ରୀକୃତ ପବିତ୍ର ଦାନାଦି ସକଳ ଦ୍ରବ୍ୟ ସମ୍ବନ୍ଧରେ ଯେଉଁ ଅପରାଧ କରିବେ, ତାହା ହାରୋଣ ବୋହିବ ଓ ସଦାପ୍ରଭୁଙ୍କ ଛାମୁରେ ସେମାନେ ଯେପରି ଗ୍ରାହ୍ୟ ହୁଅନ୍ତି, ଏଥିପାଇଁ ତାହା ନିତ୍ୟ ନିତ୍ୟ ତାହାର କପାଳରେ ରହିବ।
Odia IRV 2017 (ଓଡିଆ ବାଇବେଲ)
ତାହା ହାରୋଣର କପାଳ ଉପରେ ରହିବ, ତହିଁରେ ପବିତ୍ର ଦ୍ରବ୍ୟ-ଘଟିତ ଅପରାଧ, ଅର୍ଥାତ୍, ଇସ୍ରାଏଲ ସନ୍ତାନଗଣ ଆପଣାମାନଙ୍କର ପବିତ୍ରୀକୃତ ପବିତ୍ର ଦାନାଦି ସକଳ ଦ୍ରବ୍ୟ ସମ୍ବନ୍ଧରେ ଯେଉଁ ଅପରାଧ କରିବେ, ତାହା ହାରୋଣ ବୋହିବ ଓ ସଦାପ୍ରଭୁଙ୍କ ଛାମୁରେ ସେମାନେ ଯେପରି ଗ୍ରାହ୍ୟ ହୁଅନ୍ତି, ଏଥିପାଇଁ ତାହା ନିତ୍ୟ ନିତ୍ୟ ତାହାର କପାଳରେ ରହିବ।