Exodus 28:39 — Compare Translations
5 translations compared side by side
Odia - 1840
"ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୋମ ବସ୍ତ୍ର ରେ ଓ ପାଗକୁ ଶୁଭ୍ର କ୍ଷୋମ ସୂତ୍ର ରେ ପ୍ରସ୍ତୁତ କରିବ। ପୁଣି କଟୀବନ୍ଧନ ସୂଚୀକର୍ମ ଦ୍ବାରା ଚିତ୍ର ବିଚିତ୍ର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୌମବସ୍ତ୍ରରେ ଓ ପାଗକୁ ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ କରିବ; ପୁଣି କଟିବନ୍ଧନ ସୂଚିକର୍ମ ଦ୍ଵାରା ଚିତ୍ର ବିଚିତ୍ର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୋମ ବସ୍ତ୍ରରେ ଓ ପାଗକୁ ଶୁଭ୍ର କ୍ଷୋମ ସୂତ୍ରରେ ପ୍ରସ୍ତୁତ କରିବ। ପୁଣି କଟିବନ୍ଧନ ସୂଚୀକର୍ମ ଦ୍ୱାରା ଚିତ୍ରବିଚିତ୍ର କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୌମବସ୍ତ୍ରରେ ଓ ପଗଡି଼କୁ ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ କରିବ; ପୁଣି, କଟିବନ୍ଧନ ସୂଚି କର୍ମ ଦ୍ୱାରା ଚିତ୍ରବିଚିତ୍ର କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୌମବସ୍ତ୍ରରେ ଓ ପଗଡି଼କୁ ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ କରିବ; ପୁଣି, କଟିବନ୍ଧନ ସୂଚିକର୍ମ ଦ୍ୱାରା ଚିତ୍ର ବିଚିତ୍ର କରିବ।