Exodus 28:4 — Compare Translations
5 translations compared side by side
Odia - 1840
"ବୁକପଟା, ଏଫୋଦ, ଗୋଟିଏ ଚୋଗା, ଶୁକ୍ଲ ସୁତା ରେ ବୁଣା ୟାଇଥିବା ଚୋଗା, ପଗଡି ଓ କଟି ବନ୍ଧନ ସମାନେେ ପ୍ରସ୍ତୁତ କରିବା ଉଚିତ୍। ଏହି ଲୋକମାନେ ଏହିସବୁ ପବିତ୍ର ବସ୍ତ୍ର ତୁମ୍ଭର ଭାଇ ହାରୋଣ ଓ ତାହାର ପୁତ୍ରଗଣ ପାଇଁ ପ୍ରସ୍ତୁତ କରିବ, ଯେଉଁଥିପାଇଁ ସମାନେେ ମାରେ ଯାଜକ ରୁପେ ସବୋ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ବୁକୁପଟା ଓ ଏଫୋଦ ଓ ଚୋଗା ଓ ବୁଟାଦାର ଜାମା ଓ ପାଗ ଓ କଟିବନ୍ଧନ, ଏହି ସକଳ ବସ୍ତ୍ର ସେମାନେ ପ୍ରସ୍ତୁତ କରିବେ; ଆମ୍ଭ ଉଦ୍ଦେଶ୍ୟରେ ଯାଜକକର୍ମ କରିବା ନିମନ୍ତେ ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣ ପାଇଁ ସେମାନେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ବୁକୁପଟା, ଏଫୋଦ, ଗୋଟିଏ ଗ୍ଭେଗା, ଶୁକ୍ଳ ସୁତାରେ ବୁଣା ଯାଇଥିବା ଗ୍ଭେଗା, ପଗଡ଼ି ଓ କଟି ବନ୍ଧନ ସେମାନେ ପ୍ରସ୍ତୁତ କରିବା ଉଚିତ୍। ଏହି ଲୋକମାନେ ଏହିସବୁ ପବିତ୍ର ବସ୍ତ୍ର ତୁମ୍ଭର ଭାଇ ହାରୋଣ ଓ ତାହାର ପୁତ୍ରଗଣ ପାଇଁ ପ୍ରସ୍ତୁତ କରିବେ, ଯେଉଁଥିପାଇଁ ସେମାନେ ମୋର ଯାଜକ ରୂପେ ସେବା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍, ବୁକୁପଟା, ଏଫୋଦ, ଚୋଗା, ବୁଟାଦାର ଜାମା, ପାଗ ଓ କଟିବନ୍ଧନ, ଏହି ସକଳ ବସ୍ତ୍ର ସେମାନେ ପ୍ରସ୍ତୁତ କରିବେ; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣ ପାଇଁ ସେମାନେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବେ।
Odia IRV 2017 (ଓଡିଆ ବାଇବେଲ)