Exodus 28:40 — Compare Translations

5 translations compared side by side

Odia - 1840
"ହାରୋଣର ପୁତ୍ରଗଣଙ୍କ ନିମନ୍ତେ ଚୋଗା, କଟୀବନ୍ଧନ ଓ ପଗଡି ପ୍ରସ୍ତୁତ କର। ଏହି ବସ୍ତ୍ରଗୁଡିକ ସମାନଙ୍କେୁ ଗୌରବ ଓ ସୌନ୍ଦର୍ୟ୍ଯ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ହାରୋଣର ପୁତ୍ରଗଣ ନିମନ୍ତେ ଜାମା ଓ କଟିବନ୍ଧନ ପ୍ରସ୍ତୁତ କରିବ, ଆଉ ସେମାନଙ୍କର ଶ୍ରୀ ଓ ଶୋଭା ନିମନ୍ତେ ଶିରୋଭୂଷଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣର ପୁତ୍ରଗଣଙ୍କ ନିମନ୍ତେ ଗ୍ଭେଗା, କଟିବନ୍ଧନ ଓ ପଗଡ଼ି ପ୍ରସ୍ତୁତ କର। ଏହି ବସ୍ତ୍ରଗୁଡ଼ିକ ସେମାନଙ୍କୁ ଗୌରବ ଓ ସୌନ୍ଦର୍ଯ୍ୟ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ହାରୋଣର ପୁତ୍ରଗଣ ନିମନ୍ତେ ଜାମା ଓ କଟିବନ୍ଧନ ପ୍ରସ୍ତୁତ କରିବ, ଆଉ ସେମାନଙ୍କର ଶ୍ରୀ ଓ ସୌନ୍ଦର୍ଯ୍ୟ ନିମନ୍ତେ ଶିରୋଭୂଷଣ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ହାରୋଣର ପୁତ୍ରଗଣ ନିମନ୍ତେ ଜାମା ଓ କଟିବନ୍ଧନ ପ୍ରସ୍ତୁତ କରିବ, ଆଉ ସେମାନଙ୍କର ଶ୍ରୀ ଓ ସୌନ୍ଦର୍ଯ୍ୟ ନିମନ୍ତେ ଶିରୋଭୂଷଣ କରିବ।