Exodus 28:41 — Compare Translations
5 translations compared side by side
Odia - 1840
"ପୁଣି ତୁମ୍ଭର ଭ୍ରାତା ହାରୋଣକୁ ଓ ତା'ର ପୁତ୍ରଗଣକୁ ସହେିସବୁ ବସ୍ତ୍ର ପରିଧାନ କରାଅ। ତା'ପରେ ସମାନଙ୍କେୁ ଅଭିଷିକ୍ତ କର ଓ ଧର୍ମ ସମ୍ପ୍ରଦାଯଭୁକ୍ତ କର, ତା'ପରେ ସମାନଙ୍କେୁ ଯାଜକ ରୂପେ ମାରେ ସବୋ କରିବା ପାଇଁ ଛାଡିଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭ ଭ୍ରାତା ହାରୋଣର ଓ ତାହାର ପୁତ୍ରଗଣର ଦେହରେ ତାହା ସବୁ ପରିଧାନ କରାଇବ; ପୁଣି ସେମାନଙ୍କୁ ଅଭିଷେକ କରି ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବ, ତହିଁରେ ସେମାନେ ଆମ୍ଭର ଯାଜକକର୍ମ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭର ଭ୍ରାତା ହାରୋଣକୁ ଓ ତା’ର ପୁତ୍ରଗଣକୁ ସେହିସବୁ ବସ୍ତ୍ର ପରିଧାନ କରାଅ। ତା’ପରେ ସେମାନଙ୍କୁ ଅଭିଷିକ୍ତ କର ଓ ଧର୍ମ ସମ୍ପ୍ରଦାୟଭୁକ୍ତ କର, ତା’ପରେ ସେମାନଙ୍କୁ ଯାଜକ ରୂପେ ମୋର ସେବା କରିବା ପାଇଁ ଛାଡ଼ିଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣକୁ ତାହାସବୁ ପରିଧାନ କରାଇବ; ପୁଣି, ସେମାନଙ୍କୁ ଅଭିଷେକ କରି ପଦରେ ନିଯୁକ୍ତ ଓ ପବିତ୍ର କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣକୁ ତାହା ସବୁ ପରିଧାନ କରାଇବ; ପୁଣି, ସେମାନଙ୍କୁ ଅଭିଷେକ କରି ପଦରେ ନିଯୁକ୍ତ ଓ ପବିତ୍ର କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ।