Exodus 28:42 — Compare Translations
5 translations compared side by side
Odia - 1840
" ସମାନଙ୍କେର ଉଲଗ୍ନତା ଆଚ୍ଛାଦନ ନିମନ୍ତେ କଟୀଠାରୁ ଜଙ୍ଘ ପର୍ୟ୍ଯନ୍ତ ଶୁକ୍ଲ ଜଙ୍ଘିଆ ତିଆରି କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସେମାନଙ୍କ ଶରୀରର ଉଲଙ୍ଗତା ଆଚ୍ଛାଦନ ନିମନ୍ତେ କଟିଠାରୁ ଜଙ୍ଘ ପର୍ଯ୍ୟନ୍ତ ଶୁକ୍ଳ ଜଙ୍ଘିଆ ପିନ୍ଧାଇବ ।
Odia Bible ERV 2004 (ପବିତ୍ର ବାଇବଲ)
“ସେମାନଙ୍କର ଉଲଗ୍ନତା ଆଚ୍ଛାଦନ ନିମନ୍ତେ କଟିଠାରୁ ଜଙ୍ଘ ପର୍ଯ୍ୟନ୍ତ ଶୁକ୍ଳ ଜଙ୍ଘିଆ ତିଆରି କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସେମାନଙ୍କ ଶରୀରର ଉଲଙ୍ଗତା ଆଚ୍ଛାଦନ ନିମନ୍ତେ କଟିଠାରୁ ଜଙ୍ଘ ପର୍ଯ୍ୟନ୍ତ ଶୁକ୍ଳ ଜଙ୍ଘିଆ ପିନ୍ଧାଇବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସେମାନଙ୍କ ଶରୀରର ଉଲଙ୍ଗତା ଆଚ୍ଛାଦନ ନିମନ୍ତେ କଟିଠାରୁ ଜଙ୍ଘ ପର୍ଯ୍ୟନ୍ତ ଶୁକ୍ଳ ଜଙ୍ଘିଆ ପିନ୍ଧାଇବ।
Recommended Reading