Exodus 28:43 — Compare Translations
5 translations compared side by side
Odia - 1840
"ଏବଂ ଯେତବେେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ ତମ୍ବୁ ରେ ପ୍ରବେଶ କରିବେ କିମ୍ବା ପବିତ୍ର ସ୍ଥାନ ରେ ସବୋ କରିବା ନିମନ୍ତେ ୟଜ୍ଞବଦେୀର ନିକଟବର୍ତ୍ତୀ ହବେେ, ସେତବେେଳେ ସମାନେେ ଏହି ବସ୍ତ୍ର ପରିଧାନ କରିବା ଉଚିତ୍, ତା ହେଲେ ସମାନେେ ଦୋଷୀ ହବେେ ନାହିଁ ଓ ମୃତ୍ଯୁ ବରଣ କରିବେ ନାହିଁ। ସବୁ ସମୟରେ ସମାନେେ ଯାଜକ ରୂପେ କାର୍ୟ୍ଯ କରନ୍ତୁ ଏହା ହାରୋଣର ଓ ତାହାର ଭିବିଷ୍ଯତ୍ବଂଶଧର ପାଇଁ ଅନନ୍ତକାଳୀନ ବିଧି ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ଵୁରେ ପ୍ରବେଶ କରିବେ, କିଅବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଯେପରି ଅପରାଧ କରି ନ ମରନ୍ତି, ଏନିମନ୍ତେ ସେମାନେ ଏହି ବସ୍ତ୍ର ପରିଧାନ କରିବେ; ଏହା ହାରୋଣର ଓ ତାହାର ଭବିଷ୍ୟତ ବଂଶର ପାଳନୀୟ ଅନନ୍ତକାଳୀନ ବିଧି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁରେ ପ୍ରବେଶ କରିବେ କିମ୍ବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ଯଜ୍ଞବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଏହି ବସ୍ତ୍ର ପରିଧାନ କରିବା ଉଚିତ୍, ତାହାହେଲେ ସେମାନେ ଦୋଷୀ ହେବେ ନାହିଁ ଓ ମୃତ୍ୟୁବରଣ କରିବେ ନାହିଁ। ସବୁ ସମୟରେ ସେମାନେ ଯାଜକ ରୂପେ କାର୍ଯ୍ୟ କରନ୍ତୁ ଏହା ହାରୋଣର ଓ ତାହାର ଭବିଷ୍ୟଦ୍ ବଂଶଧର ପାଇଁ ଅନନ୍ତକାଳୀନ ବିଧି ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁରେ ପ୍ରବେଶ କରିବେ, କିଅବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଯେପରି ଅପରାଧ କରି ନ ମରନ୍ତି, ଏନିମନ୍ତେ ସେମାନେ ଏହି ବସ୍ତ୍ର ପରିଧାନ କରିବେ; ଏହା ହାରୋଣର ଓ ତାହାର ଭବିଷ୍ୟତ ବଂଶର ପାଳନୀୟ ଅନନ୍ତକାଳୀନ ବିଧି ହେବ।
Odia IRV 2017 (ଓଡିଆ ବାଇବେଲ)