Exodus 28:5 — Compare Translations

5 translations compared side by side

Odia - 1840
"ସମାନେେ ସୁବର୍ଣ୍ଣ, ନୀଳ ଓ ଧୁମ୍ର ଓ ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୁତ୍ର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସୁବର୍ଣ୍ଣ ଓ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସୁବର୍ଣ୍ଣ, ନୀଳ ଓ ଧୂମ୍ର ଓ ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୁତ୍ର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସୁବର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନେବେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସୁବର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନେବେ।