Exodus 28:6 — Compare Translations

5 translations compared side by side

Odia - 1840
" ସମାନେେ ନୀଳ, ଧୁମ୍ର, ସିନ୍ଦୁର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୁତ୍ର ରେ ନିପୁଣ ଶିଳ୍ପକାରର କର୍ମ ଦ୍ବାରା ସହେି ଏଫୋଦ ବସ୍ତ୍ର ପ୍ରସ୍ତୁତ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ସେହି ସ୍ଵର୍ଣ୍ଣ ଓ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ଵାରା ଏଫୋଦବସ୍ତ୍ର ପ୍ରସ୍ତୁତ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଫୋଦ ଓ କଟିବନ୍ଧନ “ସେମାନେ ନୀଳ, ଧୂମ୍ର, ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୁତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ସେହି ଏଫୋଦ ବସ୍ତ୍ର ପ୍ରସ୍ତୁତ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ସେହି ସ୍ୱର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ଏଫୋଦ-ବସ୍ତ୍ର ପ୍ରସ୍ତୁତ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ସେହି ସ୍ୱର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ଏଫୋଦ ବସ୍ତ୍ର ପ୍ରସ୍ତୁତ କରିବେ।