Exodus 28:7 — Compare Translations

5 translations compared side by side

Odia - 1840
"ଏହାର ଦୁଇ ମୁଣ୍ଡ ରେ ପରସ୍ପର ସଂୟୁକ୍ତ ଦୁଇ ସ୍କନ୍ଧପଟି ରହିବ। ଏହିପରି ଭାବରେ ତାହା ୟୁକ୍ତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁର ଦୁଇ ମୁଣ୍ତରେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି ରହିବ; ଏହିରୂପେ ତାହା ଯୁକ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହାର ଦୁଇ ମୁଣ୍ଡରେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି ରହିବ। ଏହିପରି ଭାବରେ ତାହା ଯୁକ୍ତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁର ଦୁଇ ମୁଣ୍ଡରେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି ରହିବ; ଏହିରୂପେ ତାହା ଯୁକ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ତହିଁର ଦୁଇ ମୁଣ୍ଡରେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି ରହିବ; ଏହିରୂପେ ତାହା ଯୁକ୍ତ ହେବ।