Exodus 28:8 — Compare Translations

5 translations compared side by side

Odia - 1840
"ଏଫୋଦର ଯେଉଁ ଚିତ୍ରିତ ପଟୁକା ତହିଁ ଉପରେ ରହିବ, ତହିଁର ଚିତ୍ରିତ କର୍ମ ସହେି ବସ୍ତ୍ର ଅନୁସାରେ ହବେ। ଅର୍ଥାତ୍ ସ୍ବର୍ଣ୍ଣ ରେ ନୀଳ ଓ ଧୂମ୍ର ଓ ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୂତ୍ର ରେ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏଫୋଦର ଯେଉଁ ଚିତ୍ରିତ ପଟୁକା ତହିଁ ଉପରେ ରହିବ, ତହିଁର ଚିତ୍ରିତ କର୍ମ ସେହି ବସ୍ତ୍ରାନୁସାରେ ହେବ; ଅର୍ଥାତ୍, ସ୍ଵର୍ଣ୍ଣରେ, ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଏଫୋଦର ଯେଉଁ ଚିତ୍ରିତ ପଟୁକା ତହିଁ ଉପରେ ରହିବ, ତହିଁର ଚିତ୍ରିତ କର୍ମ ସେହି ବସ୍ତ୍ର ଅନୁସାରେ ହେବ। ଅର୍ଥାତ୍ ସ୍ୱର୍ଣ୍ଣରେ ନୀଳ ଓ ଧୂମ୍ର ଓ ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୂତ୍ରରେ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏଫୋଦର ଯେଉଁ ଚିତ୍ରିତ ପଟୁକା ତହିଁ ଉପରେ ରହିବ, ତହିଁର ଚିତ୍ରିତ କର୍ମ ସେହି ବସ୍ତ୍ରାନୁସାରେ ହେବ; ଅର୍ଥାତ୍‍, ସ୍ୱର୍ଣ୍ଣରେ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏଫୋଦର ଯେଉଁ ଚିତ୍ରିତ ପଟୁକା ତହିଁ ଉପରେ ରହିବ, ତହିଁର ଚିତ୍ରିତ କର୍ମ ସେହି ବସ୍ତ୍ରାନୁସାରେ ହେବ; ଅର୍ଥାତ୍‍, ସ୍ୱର୍ଣ୍ଣରେ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ହେବ।