Exodus 29:1 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ମୁଁ ତୁମ୍ଭକୁ କହିବ, ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ କିପରି ଯାଜକ ଭାବେ ନିୟିକ୍ତି କରିବା ପାଇଁ ହବେ। ଏକ ନିଖୁଣ ବାଛୁରୀ ଓ ଦୁଇଟି ନିଖୁଣ ଅଣ୍ଡିରା ମଷେ ନିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକକର୍ମ କରିବା ନିମନ୍ତେ ସେମାନଙ୍କୁ ପ୍ରତିଷ୍ଠା କରିବା ପାଇଁ ତୁମ୍ଭେ ସେମାନଙ୍କ ପ୍ରତି ଏହି ସମସ୍ତ କର୍ମ କରିବ; ନିଖୁ; ଏକ ଗୋବତ୍ସ ଓ ଦୁଇ ମେଷ ନେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକମାନଙ୍କର ନିଯୁକ୍ତି ପର୍ବ “ବର୍ତ୍ତମାନ ମୁଁ ତୁମ୍ଭକୁ କହିବି, ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ କିପରି ଯାଜକ ଭାବେ ନିଯୁକ୍ତି କରିବା ପାଇଁ ହେବ। ଏକ ନିଖୁଣ ବାଛୁରି ଓ ଦୁଇଟି ନିଖୁଣ ଅଣ୍ଡିରା ମେଷ ନିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ସେମାନଙ୍କୁ ପ୍ରତିଷ୍ଠା କରିବା ପାଇଁ ତୁମ୍ଭେ ସେମାନଙ୍କ ପ୍ରତି ଏହି ସମସ୍ତ କର୍ମ କରିବ; ନିଖୁନ୍ତ ଏକ ଗୋବତ୍ସ ଓ ଦୁଇ ମେଷ ନେବ,
Odia IRV 2017 (ଓଡିଆ ବାଇବେଲ)
ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ସେମାନଙ୍କୁ ପ୍ରତିଷ୍ଠା କରିବା ପାଇଁ ତୁମ୍ଭେ ସେମାନଙ୍କ ପ୍ରତି ଏହି ସମସ୍ତ କର୍ମ କରିବ; ନିଖୁନ୍ତ ଏକ ଗୋବତ୍ସ ଓ ଦୁଇ ମେଷ ନେବ,