Exodus 29:10 — Compare Translations

5 translations compared side by side

Odia - 1840
"ତା'ପରେ ସହେି ବାଛୁରୀକୁ ସମାଗମ ତମ୍ବୁ ନିକଟକୁ ଆଣ। ହାରୋଣ ଏବଂ ତା'ର ପୁତ୍ରମାନେ ସହେି ଗୋବତ୍ସ ମସ୍ତକରେ ହାତ ରଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ତୁମ୍ଭେ ସମାଗମ-ତମ୍ଵୁ ସମ୍ମୁଖକୁ ସେହି ଗୋବତ୍ସ ଅଣାଇବ, ପୁଣି ହାରୋଣ ଓ ତାହାର ପୁତ୍ରଗଣ ସେହି ଗୋବତ୍ସର ମସ୍ତକରେ ଆପଣାମାନଙ୍କ ହସ୍ତର ନିର୍ଭର ଦେବେ।
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ସେହି ବାଛୁରିକୁ ସମାଗମ-ତମ୍ବୁ ନିକଟକୁ ଆଣ। ହାରୋଣ ଏବଂ ତା’ର ପୁତ୍ରମାନେ ସେହି ଗୋବତ୍ସ ମସ୍ତକରେ ହାତ ରଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତୁମ୍ଭେ ସମାଗମ-ତମ୍ବୁ ସମ୍ମୁଖକୁ ସେହି ଗୋବତ୍ସ ଅଣାଇବ, ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ଗୋବତ୍ସର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତୁମ୍ଭେ ସମାଗମ-ତମ୍ବୁ ସମ୍ମୁଖକୁ ସେହି ଗୋବତ୍ସ ଅଣାଇବ, ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ଗୋବତ୍ସର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।