Exodus 29:11 — Compare Translations
5 translations compared side by side
Odia - 1840
"ଏହାପରେ ସହେି ବାଛୁରୀକୁ ସହେିଠା ରେ ଅର୍ଥାତ୍ ସହେି ପ୍ରବେଶ ଦ୍ବାର ନିକଟରେ ହତ୍ଯା କର। ଏହା ସଦାପ୍ରଭୁଙ୍କ ସମ୍ମୁଖ ରେ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ତୁମ୍ଭେ ସମାଗମ-ତମ୍ଵୁ ଦ୍ଵାର ସମୀପରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସକୁ ବଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେହି ବାଛୁରିକୁ ସେହିଠାରେ ଅର୍ଥାତ୍ ସେହି ପ୍ରବେଶ ଦ୍ୱାର ନିକଟରେ ହତ୍ୟା କର। ଏହା ସଦାପ୍ରଭୁଙ୍କ ସମ୍ମୁଖରେ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ତୁମ୍ଭେ ସମାଗମ-ତମ୍ବୁର ଦ୍ୱାର ସମୀପରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସକୁ ବଧ କରିବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ତୁମ୍ଭେ ସମାଗମ-ତମ୍ବୁର ଦ୍ୱାର ସମୀପରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସକୁ ବଧ କରିବ।