Exodus 29:12 — Compare Translations
5 translations compared side by side
Odia - 1840
"ଏହାପରେ ସହେି ପାଛୁରୀର କିଛି ରକ୍ତ ୟଜ୍ଞବଦେୀ ନିକଟକୁ ନିଅ। ତୁମ୍ଭର ଅଙ୍ଗୁଳି ରେ ରକ୍ତ ନଇେ ୟଜ୍ଞବଦେୀର ଶିଙ୍ଗ ଉପରେ ଦିଅ ଓ ଅବଶିଷ୍ଟ ରକ୍ତ ବଦେୀ ମୂଳ ରେ ଢାଳ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଗୋବତ୍ସର ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ଵାରା ବେଦିର ଶୃଙ୍ଗ ଉପରେ ଦେବ, ପୁଣି ବେଦି ମୂଳରେ ଆଉ ସବୁ ରକ୍ତ ଢାଳି ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେହି ବାଛୁରିର କିଛି ରକ୍ତ ଯଜ୍ଞବେଦି ନିକଟକୁ ନିଅ। ତୁମ୍ଭର ଅଙ୍ଗୁଳିରେ ରକ୍ତ ନେଇ ଯଜ୍ଞବେଦିର ଶିଙ୍ଗ ଉପରେ ଦିଅ ଓ ଅବଶିଷ୍ଟ ରକ୍ତ ବେଦି ମୂଳରେ ଢାଳ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଗୋବତ୍ସର ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ବେଦିର ଶୃଙ୍ଗ ଉପରେ ଦେବ, ପୁଣି, ବେଦି ମୂଳରେ ଆଉ ସବୁ ରକ୍ତ ଢାଳି ଦେବ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଗୋବତ୍ସର ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ବେଦିର ଶୃଙ୍ଗ ଉପରେ ଦେବ, ପୁଣି, ବେଦି ମୂଳରେ ଆଉ ସବୁ ରକ୍ତ ଢାଳି ଦେବ।