Exodus 29:13 — Compare Translations
5 translations compared side by side
Odia - 1840
"ତା'ପରେ ତା'ର ଭିତରର ମଦେ, କଲିଜାର ମଦେ ଅଂଶ, ୟକୃତ ଏବଂ ଚାରିପଟେ ଥିବା ମଦକେୁ ୟଜ୍ଞବଦେୀ ରେ ଦଗ୍ଧ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତାହାର ଅନ୍ତ୍ରୋପରିସ୍ଥିତ ମେଦ ଓ ଯକୃତ ଉପରିସ୍ଥ ଅନ୍ତ୍ରାପ୍ଳାବକ ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥ ମେଦ ଘେନି ବେଦିରେ ଦଗ୍ଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ତା’ର ଭିତରର ମେଦ, କଲିଜାର ମେଦ ଅଂଶ, ଯକୃତ ଏବଂ ଗ୍ଭରିପଟେ ଥିବା ମେଦକୁ ଯଜ୍ଞବେଦିରେ ଦଗ୍ଧ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତାହାର ଅନ୍ତ୍ରୋପରିସ୍ଥିତ ମେଦ ଓ ଯକୃତ ଉପରିସ୍ଥ ଅନ୍ତ୍ରାପ୍ଳାବକ ଓ ଦୁଇ ବୃକକ୍ ଓ ତହିଁ ଉପରିସ୍ଥ ମେଦ ଘେନି ବେଦିରେ ଦଗ୍ଧ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ତାହାର ଅନ୍ତ୍ରୋପରିସ୍ଥିତ ମେଦ ଓ ଯକୃତ ଉପରିସ୍ଥ ଅନ୍ତ୍ରାପ୍ଳାବକ ଓ ଦୁଇ ବୃକ୍କ ଓ ତହିଁ ଉପରିସ୍ଥ ମେଦ ଘେନି ବେଦିରେ ଦଗ୍ଧ କରିବ।