Exodus 29:14 — Compare Translations

5 translations compared side by side

Odia - 1840
"ଏହାପରେ ବାଛୁରୀର ମାଂସ, ଚର୍ମ ଏବଂ ତା'ର ଗୋବର ନଇେ ଛାଉଣୀ ବାହା ରେ ଦଗ୍ଧ କର। ଏହା ଯାଜକମାନଙ୍କ ପାଇଁ ନବୈେଦ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଗୋବତ୍ସର ମାଂସ, ଚର୍ମ ଓ ଗୋମୟ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କରିବ; ଏହା ପାପାର୍ଥକ ବଳି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ବାଛୁରିର ମାଂସ, ଚର୍ମ ଏବଂ ତା’ର ଗୋବର ନେଇ ଛାଉଣି ବାହାରେ ଦ‌ଗ୍‌ଧ କର। ଏହା ଯାଜକମାନଙ୍କ ପାଇଁ ନୈବେଦ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଗୋବତ୍ସର ମାଂସ, ଚର୍ମ ଓ ଗୋମୟ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କରିବ; ଏହା ପାପାର୍ଥକ ବଳି ଅଟେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଗୋବତ୍ସର ମାଂସ, ଚର୍ମ ଓ ଗୋମୟ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କରିବ; ଏହା ପାପାର୍ଥକ ବଳି ଅଟେ।