Exodus 29:15 — Compare Translations
5 translations compared side by side
Odia - 1840
"ଏହାପରେ ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ କୁହ ସମାନେେ ତାଙ୍କର ହସ୍ତ ଏକ ଅଣ୍ଡିରା ମଷେର ମସ୍ତକ ଉପରେ ରଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ତୁମ୍ଭେ ପ୍ରଥମ ମେଷ ନେବ; ପୁଣି ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣାମାନଙ୍କ ହସ୍ତର ନିର୍ଭର ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଏହା ପରେ ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ କୁହ ସେମାନେ ତାଙ୍କର ହସ୍ତ ଏକ ଅଣ୍ଡିରା ମେଷର ମସ୍ତକ ଉପରେ ରଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତୁମ୍ଭେ ପ୍ରଥମ ମେଷ ନେବ; ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତୁମ୍ଭେ ପ୍ରଥମ ମେଷ ନେବ; ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।