Exodus 29:17 — Compare Translations

5 translations compared side by side

Odia - 1840
"ଏହାପରେ ଅଣ୍ଡିରା ମଷେକୁ ଖଣ୍ଡ ଖଣ୍ଡ କରି କାଟ। ତାହାର ଅନ୍ତ ଓ ଗୋଡ ଧେ ୗତ କରି ତାହାସବୁ ସହେି ଖଣ୍ଡ ସକଳ ଓ ତା'ର ମସ୍ତକ ସହିତ ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ମେଷକୁ ଖଣ୍ତ ଖଣ୍ତ କରି ତାହାର ଅନ୍ତ୍ର ଓ ଗୋଡ଼ ଧୌତ କରି ତାହାସବୁ ସେହି ଖଣ୍ତସକଳ ଓ ମସ୍ତକ ଉପରେ ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅଣ୍ଡିରା ମେଷକୁ ଖଣ୍ଡ ଖଣ୍ଡ କରି କାଟ। ତାହାର ଅନ୍ତ ଓ ଗୋଡ଼ ଧୌତ କରି ତାହା ସବୁ ସେହି ଖଣ୍ଡ ସକଳ ଓ ତା’ର ମସ୍ତକ ସହିତ ରଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ମେଷକୁ ଖଣ୍ଡ ଖଣ୍ଡ କରି ତାହାର ଅନ୍ତ୍ର ଓ ଗୋଡ଼ ଧୌତ କରି ତାହାସବୁ ସେହି ଖଣ୍ଡସକଳ ଓ ମସ୍ତକ ସହ ରଖିବ।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରେ ମେଷକୁ ଖଣ୍ଡ ଖଣ୍ଡ କରି ତାହାର ଅନ୍ତ୍ର ଓ ଗୋଡ଼ ଧୌତ କରି ତାହାସବୁ ସେହି ଖଣ୍ଡସକଳ ଓ ମସ୍ତକ ସହ ରଖିବ।