Exodus 29:18 — Compare Translations
5 translations compared side by side
Odia - 1840
"ଏହାପରେ ଗୋଟ ମଷେକୁ ୟଜ୍ଞବଦେୀ ଉପରେ ଦଗ୍ଧ କରିବ। ତାହା ସଦାପ୍ରଭୁଙ୍କ ପାଇଁ ହାମବେଳି। ଏହା ସଦାପ୍ରଭୁଙ୍କ ପାଇଁ ସୁବାସିତ ଉପହାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ମେଷକୁ ଗୋଟାଯାକ ବେଦି ଉପରେ ଦଗ୍ଧ କରିବନ୍ତତାହା ସଦାପ୍ରଭୁଙ୍କର ହୋମବଳି ଓ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଗୋଟା ମେଷକୁ ଯଜ୍ଞବେଦି ଉପରେ ଦଗ୍ଧ କରିବ। ତାହା ସଦାପ୍ରଭୁଙ୍କ ପାଇଁ ହୋମବଳି। ଏହା ସଦାପ୍ରଭୁଙ୍କ ପାଇଁ ସୁବାସିତ ଉପହାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ସମ୍ପୂର୍ଣ୍ଣ ମେଷକୁ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କର ହୋମବଳି ଓ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ସମ୍ପୂର୍ଣ୍ଣ ମେଷକୁ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କର ହୋମବଳି ଓ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ।