Exodus 29:19 — Compare Translations
5 translations compared side by side
Odia - 1840
"ହାରୋଣକୁ ଏବଂ ତାଙ୍କର ପୁତ୍ରମାନଙ୍କୁ ଅନ୍ୟ ଅଣ୍ଡିରା ମଷେ ମୁଣ୍ଡ ଉପରେ ହାତ ରଖିବାକୁ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ତୁମ୍ଭେ ଦ୍ଵିତୀୟ ମେଷକୁ ନେବ, ପୁଣି ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ହସ୍ତ ନିର୍ଭର ଦେବେ।
Odia Bible ERV 2004 (ପବିତ୍ର ବାଇବଲ)
“ହାରୋଣକୁ ଏବଂ ତାଙ୍କର ପୁତ୍ରମାନଙ୍କୁ ଅନ୍ୟ ଅଣ୍ଡିରା ମେଷ ମୁଣ୍ଡ ଉପରେ ହାତ ରଖିବାକୁ କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତୁମ୍ଭେ ଦ୍ୱିତୀୟ ମେଷକୁ ନେବ, ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତୁମ୍ଭେ ଦ୍ୱିତୀୟ ମେଷକୁ ନେବ, ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।